ଉପକୂଳ ଅଞ୍ଚଳରେ ପ୍ରାକୃତିକ ବିପର୍ଯ୍ୟୟରୁ ସୁରକ୍ଷା ଦେବାପାଇଁ ମଧ୍ୟ OSWALI ଏକ ଉତ୍ସର୍ଗୀକୃତ ଅନ୍ତର୍ଜାତୀୟ କେନ୍ଦ୍ର ଭାବେ ଉଭା ହେବ ବୋଲି କହିଲେ ମୁଖ୍ୟମନ୍ତ୍ରୀ।