କେନ୍ଦ୍ରୀୟ ବେତନ ହାର, କ୍ୟାଡର ପୁନର୍ଗଠନ, ଦାନ୍ତ ଡାକ୍ତରଙ୍କୁ ସୁବିଧା ପ୍ରଦାନ, ବାର୍ଷିକ ପଦୋନ୍ନତି, ଡାକ୍ତରଙ୍କୁ ସରକାରୀ କ୍ବାର୍ଟର୍ସ, ବୀମା ଆଦି ୧୮ ଦଫା ଦାବି ନେଇ ଆନ୍ଦୋଳନକୁ ଓଲ୍ହାଇବ ଓମ୍ସା ।