ତମାଖୁ ଓ ନିକୋଟିନ୍ଯୁକ୍ତ ସମସ୍ତ ଉତ୍ପାଦ ଉପରେ କଟକଣା ଲଗାଇଛନ୍ତି ଓଡ଼ିଶା ସରକାର । ଉତ୍ପାଦନ, ପ୍ରକ୍ରିୟାକରଣ, ପ୍ୟାକେଜିଂ, ସଂରକ୍ଷଣ, ପରିବହନ, ବିତରଣ ଓ ବିକ୍ରିକୁ ରାଜ୍ୟରେ ନିଷିଦ୍ଧ ଘୋଷଣା ।