ସ୍ବାଭିମାନୀ ଓଡ଼ିଆ ଓମେନ୍ସ ୱାର୍ଲ୍ଡ ପକ୍ଷରୁ ହାଇଦ୍ରାବାଦରେ ଆୟୋଜିତ ହୋଇଛି ଓଡିଶା ଖାଦ୍ୟ ଏବଂ ହସ୍ତଶିଳ୍ପ ମେଳା 2026 । ପାରମ୍ପରିକ ଖାଦ୍ୟ ସହ ସାଂସ୍କୃତିକ କାର୍ଯ୍ଯକ୍ରମରେ ଝୁମିଲେ ପ୍ରବାସୀ ଓଡ଼ିଆ ।